Isaiah 13:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଓ ତାଙ୍କର ଏହି ସୈନ୍ଯବାହିନୀ ବହୁଦୂର ଦେଶରୁ ଆସିବେ। ସମାନେେ ଦିଗନ୍ତ ବାହାରୁ ଆସିବେ। ଏହି ସୈନ୍ଯବାହିନୀକୁ ସଦାପ୍ରଭୁ ତାଙ୍କର ଅସ୍ତ୍ରସ୍ବରୂପ ବ୍ଯବହାର କରିବେ ଓ ତାଙ୍କ କୋରଧଭାବ ପ୍ରକାଶ କରିବେ। ଏହି ବାହିନୀ ସମଗ୍ର ଦେଶକୁ ଧ୍ବଂସ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ, ଅର୍ଥାତ୍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ତଳର ପ୍ରା; ଭାଗରୁ ଆସୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଓ ତାଙ୍କର ଏହି ସୈନ୍ୟବାହିନୀ ବହୁଦୂର ଦେଶରୁ ଆସିବେ। ସେମାନେ ଦିଗନ୍ତ ବାହାରୁ ଆସିବେ। ଏହି ସୈନ୍ୟବାହିନୀକୁ ସଦାପ୍ରଭୁ ତାଙ୍କର ଅସ୍ତ୍ରସ୍ୱରୂପ ବ୍ୟବହାର କରିବେ ଓ ତାଙ୍କ କ୍ରୋଧଭାବ ପ୍ରକାଶ କରିବେ। ଏହି ବାହିନୀ ସମଗ୍ର ଦେଶକୁ ଧ୍ୱଂସ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ, ଅର୍ଥାତ୍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତଭାଗରୁ ଆସୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ, ଅର୍ଥାତ୍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତ ଭାଗରୁ ଆସୁଅଛନ୍ତି।