Isaiah 13:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ସ୍ବତନ୍ତ୍ର ଦିବସ ନିକଟବର୍ତ୍ତୀ। ତେଣୁ ନିଜେ ନିଜେ କ୍ରନ୍ଦନ କର ଓ ଦୁଃଖିତ ହୁଅ। ଏବଂ ସମୟ ଆସିବ ଯେତବେେଳେ ଶତ୍ରୁ ତୁମ୍ଭର ଧନକୁ ଲୁଣ୍ଠନ କରିବେ। ପରମେଶ୍ବର ସର୍ବଶକ୍ତିମାନ ଏହା ଘଟିବାକୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀନ୍ତ ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ସ୍ୱତନ୍ତ୍ର ଦିବସ ନିକଟବର୍ତ୍ତୀ। ତେଣୁ ନିଜେ ନିଜେ କ୍ରନ୍ଦନ କର ଓ ଦୁଃଖିତ ହୁଅ। ଏବଂ ସମୟ ଆସିବ ଯେତେବେଳେ ଶତ୍ରୁ ତୁମ୍ଭର ଧନକୁ ଲୁଣ୍ଠନ କରିବେ। ପରମେଶ୍ୱର ସର୍ବଶକ୍ତିମାନ ଏହା ଘଟିବାକୁ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।