Isaiah 13:7 — Compare Translations
5 translations compared side by side
Odia - 1840
"ଲୋକମାନେ ସମାନଙ୍କେର ସାହସ ହରାଇବେ। ଭୟ ଲୋକମାନଙ୍କୁ ଦୁର୍ବଳ କରିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେମାନଙ୍କର ସାହସ ହରାଇବେ। ଭୟ ଲୋକମାନଙ୍କୁ ଦୁର୍ବଳ କରିଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;