Isaiah 13:8 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ଲୋକ ଭୟ କରିବେ। ପ୍ରସବକାଳୀନ ସ୍ତ୍ରୀଲୋକର ବଦନୋ ପରି ସମାନଙ୍କେର ଭୟ ସମାନଙ୍କେୁ ଅନୁରୂପ ବଦନୋ ଦବେ। ସମାନଙ୍କେର ମୁଖମଣ୍ଡଳ ନିଆଁ ପରି ଲାଲ ହବେ। ଲୋକମନେ ପରସ୍ପରକୁ ଦେଖିବେ ଏବଂ ଆଶ୍ଚର୍ୟ୍ଯ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ବିହ୍ଵଳ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରା; କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ଏକଆରେକର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଲୋକ ଭୟ କରିବେ। ପ୍ରସବକାଳୀନ ସ୍ତ୍ରୀଲୋକର ବେଦନା ପରି ସେମାନଙ୍କର ଭୟ ସେମାନଙ୍କୁ ଅନୁରୂପ ବେଦନା ଦେବ। ସେମାନଙ୍କର ମୁଖମଣ୍ଡଳ ନିଆଁ ପରି ଲାଲ ହେବ। ଲୋକମାନେ ପରସ୍ପରକୁ ଦେଖିବେ ଏବଂ ଆଶ୍ଚର୍ଯ୍ୟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।