Isaiah 13:9 — Compare Translations

5 translations compared side by side

Odia - 1840
"ଦେଖ, ସଦାପ୍ରଭୁଙ୍କର ସେ ଭୟଙ୍କର ଦିବସ ଆସୁଅଛି। ପରମେଶ୍ବର ଅତ୍ଯନ୍ତ କ୍ରୁଦ୍ଧ ହବେେ ଓ ଦେଶକୁ ଧ୍ବଂସ କରିବେ। ପାପୀମାନଙ୍କୁ ଦେଶ ଛାଡ଼ିବାକୁ ବାଧ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଦେଶ ଧ୍ଵଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଦାରୁଣ; କ୍ରୋଧ ଓ ପ୍ରଚଣ୍ତ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ବିପକ୍ଷରେ ପରମେଶ୍ୱରଙ୍କ ବିଗ୍ଭର ଦେଖ, ସଦାପ୍ରଭୁଙ୍କର ସେ ଭୟଙ୍କର ଦିବସ ଆସୁଅଛି। ପରମେଶ୍ୱର ଅତ୍ୟନ୍ତ କ୍ରୁଦ୍ଧ ହେବେ ଓ ଦେଶକୁ ଧ୍ୱଂସ କରିବେ। ପାପୀମାନଙ୍କୁ ଦେଶ ଛାଡ଼ିବାକୁ ବାଧ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି।