Isaiah 14:1 — Compare Translations
5 translations compared side by side
Odia - 1840
"ଭବିଷ୍ଯତ ରେ ସଦାପ୍ରଭୁ ପୁନର୍ବାର ଯାକୁବକୁ ପ୍ ରମେ କରିବେ। ସେ ପୁଣି ଇଶ୍ରାୟେଲ ଲୋକଙ୍କୁ ମନୋନୀତ କରିବେ। ସହେି ସମୟରେ ସମାନଙ୍କେୁ ସମାନଙ୍କେ ଦଇେ ଫରୋଇ ଦବେେ। ତା'ପ ରେ ବିଦେଶୀମାନେ ସମାନଙ୍କେ ସହିତ ସଂୟୁକ୍ତ ହବେେ। ଉଭୟେ ଯାକୁବଙ୍କ ପ୍ରତି ଆକୃଷ୍ଟ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଗୃହକୁ ଫେରିବ ଭବିଷ୍ୟତରେ ସଦାପ୍ରଭୁ ପୁନର୍ବାର ଯାକୁବକୁ ପ୍ରେମ କରିବେ। ସେ ପୁଣି ଇସ୍ରାଏଲ ଲୋକଙ୍କୁ ମନୋନୀତ କରିବେ। ସେହି ସମୟରେ ସେମାନଙ୍କୁ ସେମାନଙ୍କ ଦେଇ ଫେରାଇ ଦେବେ। ତା’ପରେ ବିଦେଶୀମାନେ ସେମାନଙ୍କ ସହିତ ସଂଯୁକ୍ତ ହେବେ। ଉଭୟେ ଯାକୁବଙ୍କ ପ୍ରତି ଆକୃଷ୍ଟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।