Isaiah 14:10 — Compare Translations
5 translations compared side by side
Odia - 1840
"ସେ ସମସ୍ତ ପ୍ରାଚୀନଗଣ ପରିହାସ କରି କହିବେ, ବର୍ତ୍ତମାନ ତୁମ୍ଭମାନେେ ଆମ୍ଭ ପାଇଁ ମୃତ ପ୍ରାଯ। ତୁମ୍ଭମାନେେ ଆମ୍ଭମାନଙ୍କ ପାଇଁ ସମାନ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ?
Odia Bible ERV 2004 (ପବିତ୍ର ବାଇବଲ)
ସେ ସମସ୍ତ ପ୍ରାଚୀନଗଣ ପରିହାସ କରି କହିବେ, “ବର୍ତ୍ତମାନ ତୁମ୍ଭେମାନେ ଆମ୍ଭ ପାଇଁ ମୃତ ପ୍ରାୟ। ତୁମ୍ଭେମାନେ ଆମ୍ଭମାନଙ୍କ ପାଇଁ ସମାନ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ‘ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ?’
Odia IRV 2017 (ଓଡିଆ ବାଇବେଲ)
ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ତୁମ୍ଭେ ମଧ୍ୟ କ’ଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କ’ଣ ଆମ୍ଭମାନଙ୍କର ସମାନ ହେଲ?