Isaiah 14:11 — Compare Translations
5 translations compared side by side
Odia - 1840
"ତୁମ୍ଭର ବଡ଼ିମା ରସାତଳଗାମୀ ହାଇେଛି। ତୁମ୍ଭ ବୀଣାର ସ୍ବର ତୁମ୍ଭ ଗର୍ବିତ ଆତ୍ମାର ଆଗମନ ଘାଷେଣା କରୁଛି। ମାଛି ତୁମ୍ଭର ଶରୀରକୁ ଭକ୍ଷଣ କରିବ। ତୁମ୍ଭେ ସମାନଙ୍କେ ଉପ ରେ ବିଛଣା ସଦୃଶ ପଡ଼ିବ। କୃମି କମ୍ବଳ ସଦୃଶ ତୁମ୍ଭ ଶରୀରକୁ ଆଚ୍ଛାଦନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଐଶ୍ଵର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ଵର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ବଡ଼ିମା ରସାତଳଗାମୀ ହୋଇଛି। ତୁମ୍ଭ ବୀଣାର ସ୍ୱର ତୁମ୍ଭ ଗର୍ବିତ ଆତ୍ମାର ଆଗମନ ଘୋଷଣା କରୁଛି। ମାଛି ତୁମ୍ଭର ଶରୀରକୁ ଭକ୍ଷ୍ୟଣ କରିବ। ତୁମ୍ଭେ ସେମାନଙ୍କ ଉପରେ ବିଛଣା ସଦୃଶ ପଡ଼ିବ। କୃମି କମ୍ବଳ ସଦୃଶ ତୁମ୍ଭ ଶରୀରକୁ ଆଚ୍ଛାଦନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।