Isaiah 14:12 — Compare Translations

5 translations compared side by side

Odia - 1840
"ତୁମ୍ଭେ ପ୍ରଭାତୀ ତାରା ସଦୃଶ ଥିଲ। ବର୍ତ୍ତମାନ ତୁମ୍ଭର ପତନ ଘଟିଛି। ଅତୀତ ରେ ସମସ୍ତ ଗୋଷ୍ଠୀ ତୁମ୍ଭ ନିକଟରେ ନତ ହେଉଥିଲେ। କିନ୍ତୁ ବର୍ତ୍ତମାନ ତୁମ୍ଭକୁ ଛଦନେ କରାୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଲୁଶିଫର! ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ଵର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ!
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପ୍ରଭାତୀ ତାରା ସଦୃଶ ଥିଲ। ବର୍ତ୍ତମାନ ତୁମ୍ଭର ପତନ ଘଟିଛି। ଅତୀତରେ ସମସ୍ତ ଗୋଷ୍ଠୀ ତୁମ୍ଭ ନିକଟରେ ନତ ହେଉଥିଲେ। କିନ୍ତୁ ବର୍ତ୍ତମାନ ତୁମ୍ଭକୁ ଛେଦନ କରାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ!
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭାତୀ ତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ!