Isaiah 14:13 — Compare Translations
5 translations compared side by side
Odia - 1840
"ତୁମ୍ଭେ ସର୍ବଦା ନିଜେ ନିଜେ କହି ହେଉଥିଲ, ଆମ୍ଭେ ପରମେଶ୍ବରଙ୍କ ପରି ସ୍ବର୍ଗାରୋହଣ କରିବା। ଆମ୍ଭେ ସ୍ବର୍ଗର ଉର୍ଦ୍ଧ୍ବକୁ ୟିବା, ଆମ୍ଭେ ପରମେଶ୍ବରଙ୍କ ତାରକାର ଉର୍ଦ୍ଧ୍ବ ରେ ସିଂହାସନ ସ୍ଥାପନ କରିବା।ଆମେ ଉତ୍ତର ଦିଗସ୍ଥ ପ୍ରାନ୍ତ ପବିତ୍ର ପର୍ବତ ଉପ ରେ ଉପବିଷ୍ଟ ହବୋ ଓ ସହେି ପର୍ବତ ରେ ପରମେଶ୍ବରଙ୍କୁ ସାକ୍ଷାତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ଵର୍ଗାରୋହଣ କରିବା, ଆମ୍ଭେ ପରମେଶ୍ଵରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ଵରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର⇧ ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସର୍ବଦା ନିଜେ ନିଜେ କହି ହେଉଥିଲ, “ଆମ୍ଭେ ପରମେଶ୍ୱରଙ୍କ ପରି ସ୍ୱର୍ଗାରୋହଣ କରିବା। ଆମ୍ଭେ ସ୍ୱର୍ଗର ଊର୍ଦ୍ଧ୍ୱକୁ ଯିବା, ଆମ୍ଭେ ପରମେଶ୍ୱରଙ୍କ ତାରକାର ଊର୍ଦ୍ଧ୍ୱରେ ସିଂହାସନ ସ୍ଥାପନ କରିବା। ଆମେ ଉତ୍ତର ଦିଗସ୍ଥ ପ୍ରାନ୍ତ ପବିତ୍ର ପର୍ବତ ଉପରେ ଉପବିଷ୍ଟ ହେବା ଓ ସେହି ପର୍ବତରେ ପରମେଶ୍ୱରଙ୍କୁ ସାକ୍ଷାତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ମନେ ମନେ କହିଥିଲ, ‘ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;