Isaiah 14:15 — Compare Translations

5 translations compared side by side

Odia - 1840
"କିନ୍ତୁ ତାହା ଘଟିଲା ନାହିଁ। ତୁମ୍ଭେ ଈଶ୍ବରଙ୍କ ସହିତ ସ୍ବର୍ଗକୁ ୟାଇ ନ ଥିଲ। ତୁମ୍ଭେ ପାତାଳର ଗଭୀରତମ ସ୍ଥାନକୁ ଚାଲି ୟାଇଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରା; ସୀମାକୁ ଅବରୋହିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତାହା ଘଟିଲା ନାହିଁ। ତୁମ୍ଭେ ଈଶ୍ୱରଙ୍କ ସହିତ ସ୍ୱର୍ଗକୁ ଯାଇ ନ ଥିଲ। ତୁମ୍ଭେ ପାତାଳର ଗଭୀରତମ ସ୍ଥାନକୁ ଗ୍ଭଲି ଯାଇଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ।