Isaiah 14:16 — Compare Translations
5 translations compared side by side
Odia - 1840
"ଲୋକମାନେ ତୁମ୍ଭକୁ ଚାହିଁବେ ଓ ତୁମ୍ଭ ବିଷଯ ରେ ଚିନ୍ତା କରିବେ। ସମାନେେ ଦେଖିବେ ତୁମ୍ଭମାନେେ ମୃତ ସଦୃଶ ପଡ଼ି ରହୁଛ। ଏବଂ କହିବେ, ଏହା କ'ଣ? ସମାନେେ ସହେି ଲୋକ ଯେ କି ପୃଥିବୀର ସମସ୍ତ ରାଜ୍ଯର ଦୁଃଖର କାରଣ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକି କମ୍ପାନ୍ଵିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ତୁମ୍ଭକୁ ଗ୍ଭହିଁବେ ଓ ତୁମ୍ଭ ବିଷୟରେ ଚିନ୍ତା କରିବେ। ସେମାନେ ଦେଖିବେ ତୁମ୍ଭେମାନେ ମୃତ ସଦୃଶ ପଡ଼ି ରହୁଛ। ଏବଂ କହିବେ, “ଏହା କ’ଣ? ସେମାନେ ସେହି ଲୋକ ଯେ କି ପୃଥିବୀର ସମସ୍ତ ରାଜ୍ୟର ଦୁଃଖର କାରଣ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ‘ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;