Isaiah 14:18 — Compare Translations

5 translations compared side by side

Odia - 1840
"ପୃଥିବୀର ସମସ୍ତ ରାଜନ୍ଯବର୍ଗ ମୃତ୍ଯୁପ ରେ ସମ୍ମାନ ଓ ଗୌରବ ସହ ନିଜ ନିଜ ସମାଧି ରେ ବିଶ୍ରାମ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଷ୍ଠୀବର୍ଗର ରାଜଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ସମସ୍ତ ରାଜନ୍ୟବର୍ଗ ମୃତ୍ୟୁପରେ ସମ୍ମାନ ଓ ଗୌରବ ସହ ନିଜ ନିଜ ସମାଧିରେ ବିଶ୍ରାମ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।