Isaiah 14:19 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭେ ଦୁଷ୍ଟାଚାରୀ ରାଜା ନିଜ ସମାଧିରୁ ନିକ୍ଷିପ୍ତ ହାଇେଛି। ବୃକ୍ଷର ଶାଖା ବୃକ୍ଷରୁ ବିଚ୍ଯୁତ ହାଇେ ବାହା ରେ ନିକ୍ଷିପ୍ତ ହେଲାପରି ଏବଂ ୟୁଦ୍ଧ ରେ ମୃତ ସୈନିକ ଯେପରି ଅନ୍ୟ ସୈନ୍ଯମାନଙ୍କ ଦ୍ବାରା ପଦଦଳିତ ହେଲାପରି ତୁମ୍ଭେ ହବେ। ବର୍ତ୍ତମାନ ତୁମ୍ଭେ ମୃତ୍ଯୁ ବସ୍ତ୍ର ରେ ଆଚ୍ଛାଦିତ ହାଇେ ନିଜ କବର ବାହା ରେ ପଡ଼ି ରହିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ଼୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ଵାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେ ଦୁଷ୍ଟାଗ୍ଭରୀ ରାଜା ନିଜ ସମାଧିରୁ ନିକ୍ଷିପ୍ତ ହୋଇଛ। ବୃକ୍ଷର ଶାଖା ବୃକ୍ଷରୁ ବିଚ୍ୟୁତ ହୋଇ ବାହାରେ ନିକ୍ଷିପ୍ତ ହେଲାପରି ଏବଂ ଯୁଦ୍ଧରେ ମୃତ ସୈନିକ ଯେପରି ଅନ୍ୟ ସୈନ୍ୟମାନଙ୍କ ଦ୍ୱାରା ପଦଦଳିତ ହେଲାପରି ତୁମ୍ଭେ ହେବ। ବର୍ତ୍ତମାନ ତୁମ୍ଭେ ମୃତ୍ୟୁ ବସ୍ତ୍ରରେ ଆଚ୍ଛାଦିତ ହୋଇ ନିଜ କବର ବାହାରେ ପଡ଼ି ରହିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।