Isaiah 14:2 — Compare Translations
5 translations compared side by side
Odia - 1840
"ବିଦେଶୀମାନେ ଇଶ୍ରାୟେଲର ଲୋକଙ୍କୁ ତାଙ୍କ ଦେଶ ରେ ସ୍ଥାପନ କରିବେ। ଅନ୍ୟ ଗୋଷ୍ଠୀର ପୁରୁଷ ଓ ନାରୀମାନେ ଇଶ୍ରାୟେଲର କ୍ରୀତଦାସ ହବେେ, କାରଣ ଅତୀତ ରେ ସମାନେେ ଇଶ୍ରାୟେଲର ଲୋକମାନଙ୍କୁ ଦାସଦାସୀ କରିଥିଲେ। ମାତ୍ର ବର୍ତ୍ତମାନ ଇଶ୍ରାୟେଲ ସମାନଙ୍କେୁ ପରାସ୍ତ କରିବ ଓ ସମାନଙ୍କେୁ ଶାସନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହୁଞ୍ଚାଇ ଦେବେନ୍ତ ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ବିଦେଶୀମାନେ ଇସ୍ରାଏଲର ଲୋକଙ୍କୁ ତାଙ୍କ ଦେଶରେ ସ୍ଥାପନ କରିବେ। ଅନ୍ୟ ଗୋଷ୍ଠୀର ପୁରୁଷ ଓ ନାରୀମାନେ ଇସ୍ରାଏଲର କ୍ରୀତଦାସ ହେବେ, କାରଣ ଅତୀତରେ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଦାସଦାସୀ କରିଥିଲେ। ମାତ୍ର ବର୍ତ୍ତମାନ ଇସ୍ରାଏଲ ସେମାନଙ୍କୁ ପରାସ୍ତ କରିବ ଓ ସେମାନଙ୍କୁ ଶାସନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।
Odia IRV 2017 (ଓଡିଆ ବାଇବେଲ)