Isaiah 14:20 — Compare Translations
5 translations compared side by side
Odia - 1840
"ଅନକେ ରାଜା ମୃତ୍ଯୁବରଣ କରିଛନ୍ତି ଓ ନିଜ ନିଜ କବର ରେ ସମାଧିସ୍ଥ ହାଇେଛନ୍ତି। ତୁମ୍ଭେ ସମାନଙ୍କେ ପରି କବରସ୍ଥ ହବେ ନାହିଁ। କାରଣ ତୁମ୍ଭେ ତୁମ୍ଭ ନିଜ ଦେଶକୁ ଧ୍ବଂସ କରିଛ। ତୁମ୍ଭ ନିଜ ଲୋକଙ୍କୁ ହତ୍ଯା କରିଛ। ତୁମ୍ଭର ପିଲାମାନେ ତୁମ୍ଭପରି ଧ୍ବଂସ ପଥ ଅନୁସରଣ କରିବେ ନାହିଁ। ସମାନେେ ସହେି କୁକାର୍ୟ୍ଯରୁ ନିବୃତ୍ତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟା-କାରୀମାନଙ୍କ ବଂଶର ନାମ ଅନ; କାଳ ଉଲ୍ଲିଖିତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ରାଜା ମୃତ୍ୟୁବରଣ କରିଛନ୍ତି ଓ ନିଜ ନିଜ କବରରେ ସମାଧିସ୍ଥ ହୋଇଛନ୍ତି। ତୁମ୍ଭେ ସେମାନଙ୍କ ପରି କବରସ୍ଥ ହେବ ନାହିଁ। କାରଣ ତୁମ୍ଭେ ତୁମ୍ଭ ନିଜ ଦେଶକୁ ଧ୍ୱଂସ କରିଛ। ତୁମ୍ଭ ନିଜ ଲୋକଙ୍କୁ ହତ୍ୟା କରିଛ। ତୁମ୍ଭର ପିଲାମାନେ ତୁମ୍ଭପରି ଧ୍ୱଂସ ପଥ ଅନୁସରଣ କରିବେ ନାହିଁ। ସେମାନେ ସେହି କୁକାର୍ଯ୍ୟରୁ ନିବୃତ୍ତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତକାଳ ଉଲ୍ଲିଖିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତ କାଳ ଉଲ୍ଲିଖିତ ହେବ ନାହିଁ।