Isaiah 14:21 — Compare Translations

5 translations compared side by side

Odia - 1840
"ସମାନଙ୍କେ ଦୋଷ ୟୋଗୁଁ ସମାନଙ୍କେର ପିଲାମାନଙ୍କୁ ହତ୍ଯା କର। ଯେପରିକି ସମାନଙ୍କେର ବଂଶଧର ପୁନର୍ବାର ଦେଶର ଶାସକ ହବେେ ନାହିଁ ଓ ଜଗତକୁ ସମାନଙ୍କେ ନଗର ରେ ପରିପୂର୍ଣ୍ଣ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପିତୃପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଦୋଷ ଯୋଗୁଁ ସେମାନଙ୍କର ପିଲାମାନଙ୍କୁ ହତ୍ୟା କର। ଯେପରିକି ସେମାନଙ୍କର ବଂଶଧର ପୁନର୍ବାର ଦେଶର ଶାସକ ହେବେ ନାହିଁ ଓ ଜଗତକୁ ସେମାନଙ୍କ ନଗରରେ ପରିପୂର୍ଣ୍ଣ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।”
Odia IRV 2017 (ଓଡିଆ ବାଇବେଲ)
ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।