Isaiah 14:22 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁ କହିଲେ, ମୁଁ ସମାନଙ୍କେ ବିପକ୍ଷ ରେ ଉଠିବି ଓ ଲଢ଼ିବି। ମୁଁ ପ୍ରସିଦ୍ଧ ବାବିଲ ନଗର ଧ୍ବଂସ କରିବି। ତା'ର ସମସ୍ତ ଲୋକଙ୍କୁ ଉଚ୍ଛନ୍ନ କରିବି। ଆଉ ମଧ୍ଯ ସମାନଙ୍କେର ପୁତ୍ର, ନାତି ଓ ଅଣନାତିମାନଙ୍କୁ ଧ୍ବଂସ କରିବି।' ସଦାପ୍ରଭୁ ନିଜେ ଏହିସବୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା, ସଦାପ୍ରଭୁ କହନ୍ତି, ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,,
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁ କହିଲେ, “ମୁଁ ସେମାନଙ୍କ ବିପକ୍ଷରେ ଉଠିବି ଓ ଲଢ଼ିବି। ମୁଁ ପ୍ରସିଦ୍ଧ ବାବିଲ ନଗର ଧ୍ୱଂସ କରିବି। ତା’ର ସମସ୍ତ ଲୋକଙ୍କୁ ଉଚ୍ଛିନ୍ନ କରିବି। ଆଉ ମଧ୍ୟ ସେମାନଙ୍କର ପୁତ୍ର, ନାତି ଓ ଅଣନାତିମାନଙ୍କୁ ଧ୍ୱଂସ କରିବି।” ସଦାପ୍ରଭୁ ନିଜେ ଏହିସବୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା, ସଦାପ୍ରଭୁ କହନ୍ତି, ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା,” ସଦାପ୍ରଭୁ କହନ୍ତି, “ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”