Isaiah 14:23 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସର୍ବଶକ୍ତିମାନ ପୁଣି କହିଲେ, ମୁଁ ମନୁଷ୍ଯର ବାସସ୍ଥଳୀ ବାବିଲକୁ ଝିଙ୍କ ପକ୍ଷୀର ବାସସ୍ଥଳୀ ଓ ଜଳାଶଯ ରେ ପରିଣତ କରିବି। ମୁଁ ସଂହାର ରୂପକ ଝାଡ଼ୁ ଧରି ତାକୁ ସମ୍ପୂର୍ଣ୍ଣ ସଫା କରି ଦବେି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡ଼ୁ ଦ୍ଵାରା ତାହାକୁ ଝାଡ଼ି ପକାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବଶକ୍ତିମାନ ପୁଣି କହିଲେ, “ମୁଁ ମନୁଷ୍ୟର ବାସସ୍ଥଳୀ ବାବିଲକୁ ଝିଙ୍କ ପକ୍ଷୀର ବାସସ୍ଥଳୀ ଓ ଜଳାଶୟରେ ପରିଣତ କରିବି। ମୁଁ ସଂହାର ରୂପକ ଝାଡ଼ୁ ଧରି ତାକୁ ସମ୍ପୂର୍ଣ୍ଣ ସଫା କରି ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡ଼ୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”