Isaiah 14:24 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁ ଶପଥ କରି କହିଲେ, ମୁଁ ଶପଥ କରୁଛି, ମୁଁ ଯାହା ଚାହିଁଥିଲି ତାହାହିଁ ଘଟିବ। ମୁଁ ଯେପରି ମନ୍ତ୍ରଣା କରିଛି ସହେିପରି ମଧ୍ଯ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେପରି ସ୍ଥିର ହେବ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅଶୂରକୁ ମଧ୍ୟ ଦଣ୍ଡ ଦେବେ ସର୍ବଶକ୍ତିମାନ ସଦାପ୍ରଭୁ ଶପଥ କରି କହିଲେ, “ମୁଁ ଶପଥ କରୁଛି, ମୁଁ ଯାହା ଗ୍ଭହିଁଥିଲି ତାହା ହିଁ ଘଟିବ। ମୁଁ ଯେପରି ମନ୍ତ୍ରଣା କରିଛି ସେହିପରି ମଧ୍ୟ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;