Isaiah 14:25 — Compare Translations
5 translations compared side by side
Odia - 1840
"ମୁଁ ନିଜ ରାଜ୍ଯ ରେ ଅଶୂରୀଯ ରାଜାକୁ ବିନାଶ କରିବି। ମାରେପର୍ବତ ଉପ ରେ ତାକୁ ପଦଦଳିତ କରିବି। କାରଣ ସହେି ରାଜା ମାରେ ସନ୍ତାନଗଣଙ୍କୁ ଦାସ କରିଥିଲା ଓ ସମାନଙ୍କେ ସ୍କନ୍ଧ ରେ ୟୁଆଳିର ଭାର ରଖୁଥିଲା। ସହେି ୟୁଆଳି ଯିହୁଦାର ସ୍କନ୍ଧରୁ ଦୂରିଭୂତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିଜ ରାଜ୍ୟରେ ଅଶୂରୀୟ ରାଜାକୁ ବିନାଶ କରିବି। ମୋର ପର୍ବତ ଉପରେ ତାକୁ ପଦଦଳିତ କରିବି। କାରଣ ସେହି ରାଜା ମୋର ସନ୍ତାନଗଣଙ୍କୁ ଦାସ କରିଥିଲା ଓ ସେମାନଙ୍କ ସ୍କନ୍ଧରେ ଯୁଆଳିର ଭାର ରଖୁଥିଲା। ସେହି ଯୁଆଳି ଯିହୁଦାର ସ୍କନ୍ଧରୁ ଦୂରିଭୂତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”