Isaiah 14:26 — Compare Translations
5 translations compared side by side
Odia - 1840
"ଏହା ମାରେ ଯୋଜନା ସମଗ୍ର ପୃଥିବୀ ପାଇଁ ଅଛି। ମୁଁ ସମସ୍ତ ଜାତିଗଣମାନଙ୍କୁ ଦଣ୍ଡ ଦବୋ ପାଇଁ ମାରେ ଶକ୍ତି ପ୍ରଯୋଗ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ମୋର ଯୋଜନା ସମଗ୍ର ପୃଥିବୀ ପାଇଁ ଅଛି। ମୁଁ ସମସ୍ତ ଜାତିଗଣମାନଙ୍କୁ ଦଣ୍ଡ ଦେବା ପାଇଁ ମୋର ଶକ୍ତି ପ୍ରୟୋଗ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।