Isaiah 14:27 — Compare Translations

5 translations compared side by side

Odia - 1840
"ଯେତବେେଳେ ସଦାପ୍ରଭୁ କୌଣସି ମନ୍ତ୍ରଣା କରନ୍ତି ସେଥିରୁ ତାଙ୍କୁ କହେି ନିବୃତ୍ତ କରିପାରିବେ ନାହିଁ। ଆଉ ମଧ୍ଯ ଯେତବେେଳେ ସେ ଲୋକମାନଙ୍କୁ ଦଣ୍ଡ ଦବୋକୁ ତାଙ୍କର ହସ୍ତ ଉତ୍ତୋଳନ କରିବେ, ସେଥି ରେ ତାଙ୍କୁ କହେି ଅଟକାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ?
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସଦାପ୍ରଭୁ କୌଣସି ମନ୍ତ୍ରଣା କରନ୍ତି ସେଥିରୁ ତାଙ୍କୁ କେହି ନିବୃତ୍ତ କରି ପାରିବେ ନାହିଁ। ଆଉ ମଧ୍ୟ ଯେତେବେଳେ ସେ ଲୋକମାନଙ୍କୁ ଦଣ୍ଡ ଦେବାକୁ ତାଙ୍କର ହସ୍ତ ଉତ୍ତୋଳନ କରିବେ, ସେଥିରେ ତାଙ୍କୁ କେହି ଅଟକାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ?
Odia IRV 2017 (ଓଡିଆ ବାଇବେଲ)
କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ?