Isaiah 14:28 — Compare Translations
5 translations compared side by side
Odia - 1840
"ଆହସ୍ ରାଜାଙ୍କ ମୃତ୍ଯୁ ବର୍ଷ ରେ ଏହି ଦୁଃଖ ବାର୍ତ୍ତା ଦିଆ ୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ବର୍ଷରେ ଆହସ୍ ରାଜାଙ୍କର ମୃତ୍ୟୁ ହେଲା, ସେହି ବର୍ଷର ଏହି ଭାରୋକ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ଆହସ୍ ରାଜାଙ୍କ ମୃତ୍ୟୁ ବର୍ଷରେ ଏହି ଦୁଃଖ ବାର୍ତ୍ତା ଦିଆ ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ବର୍ଷରେ ଆହସ୍ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ବର୍ଷରେ ଆହସ୍ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।