Isaiah 14:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭର କଷ୍ଟ ଓ କଠାେର କାର୍ୟ୍ଯକୁ ଦୂର କରିବେ ଏବଂ ତୁମ୍ଭକୁ ସେ ବିଶ୍ରାମ ଦବେେ। କାରଣ ଅତୀତ ରେ ତୁମ୍ଭମାନେେ ଦାସ ଥିଲ ଓ କଠିନ କାର୍ୟ୍ଯ କରିଥିଲ। ତେଣୁ ସଦାପ୍ରଭୁ ତୁମ୍ଭର ସହେି କ୍ଲେଶ ଦୂର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଳେଶରୁ ଓ ଯେଉଁ କଠୋର ଦାସତ୍ଵରେ ତୁମ୍ଭକୁ ଦାସ୍ୟ କର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭର କଷ୍ଟ ଓ କଠୋର କାର୍ଯ୍ୟକୁ ଦୂର କରିବେ ଏବଂ ତୁମ୍ଭକୁ ସେ ବିଶ୍ରାମ ଦେବେ। କାରଣ ଅତୀତରେ ତୁମ୍ଭେମାନେ ଦାସ ଥିଲ ଓ କଠିନ କାର୍ଯ୍ୟ କରିଥିଲ। ତେଣୁ ସଦାପ୍ରଭୁ ତୁମ୍ଭର ସେହି କ୍ଳେଶ ଦୂର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟକର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟ କର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,