Isaiah 14:30 — Compare Translations
5 translations compared side by side
Odia - 1840
"ମାତ୍ର ମାରେ ଦରିଦ୍ର ଲୋକମାନେ ଶାନ୍ତି ରେ ଭୋଜନ କରିବେ। ସମାନଙ୍କେର ପିଲାମାନେ ମଧ୍ଯ ନିରାପଦ ରେ ରହିବେ। ମାତ୍ର ମୁଁ ତୁମ୍ଭର ପରିବାରକୁ ଭୋକରେ ଛଟପଟ କରାଇ ମାରିବି ଏବଂ ଅବଶିଷ୍ଟାଂଶକୁ ମଧ୍ଯ ସଂହାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ଵାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ମୋର ଦରିଦ୍ର ଲୋକମାନେ ଶାନ୍ତିରେ ଭୋଜନ କରିବେ। ସେମାନଙ୍କର ପିଲାମାନେ ମଧ୍ୟ ନିରାପଦରେ ରହିବେ। ମାତ୍ର ମୁଁ ତୁମ୍ଭର ପରିବାରକୁ ଭୋକରେ ଛଟପଟ କରାଇ ମାରିବି ଏବଂ ଅବଶିଷ୍ଟାଂଶକୁ ମଧ୍ୟ ସଂହାର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।