Isaiah 14:31 — Compare Translations

5 translations compared side by side

Odia - 1840
"ନଗରର ଦ୍ବାର ଦେଶର ଲୋକ ଓ ନଗରସ୍ଥ ଲୋକ ହାହାକାର କର। ପଲେଷ୍ଟୀୟର ସମସ୍ତ ଲୋକ ଭୟଭୀତ ହବେ। ମହମ ସଦୃଶ ତୁମ୍ଭର ସାହସ ତରଳି ୟିବ। ଉତ୍ତର ଦିଗକୁ ଚାହଁ, ଉତ୍ତରରୁ ଧୂମ ଆସୁଛି। ଅଶୂରର ସୈନ୍ଯ ଆସୁଛନ୍ତି। ସମାନଙ୍କେ ମଧିଅରେ ସମସ୍ତ ସୈନ୍ଯ ଶକ୍ତିଶାଳୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ନଗର-ଦ୍ଵାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନଗରର ଦ୍ୱାର ଦେଶର ଲୋକ ଓ ନଗରସ୍ଥ ଲୋକ ହାହାକାର କର। ପଲେଷ୍ଟୀୟର ସମସ୍ତ ଲୋକ ଭୟଭୀତ ହେବ। ମହମ ସଦୃଶ ତୁମ୍ଭର ସାହସ ତରଳି ଯିବ। ଉତ୍ତର ଦିଗକୁ ଗ୍ଭହଁ, ଉତ୍ତରରୁ ଧୂମ ଆସୁଛି। ଅଶୂରର ସୈନ୍ୟ ଆସୁଛନ୍ତି। ସେମାନଙ୍କ ମଧ୍ୟରେ ସମସ୍ତ ସୈନ୍ୟ ଶକ୍ତିଶାଳୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନଗର-ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ହେ ନଗର ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।