Isaiah 14:32 — Compare Translations
5 translations compared side by side
Odia - 1840
"ସହେି ସୈନ୍ଯବାହିନୀ ସମାନଙ୍କେର ଦେଶକୁ ଦୂତ ପ୍ ରରଣେ କରିବେ। ସହେି ଲୋକମନଙ୍କୁ ଦୂତ କି ବାର୍ତ୍ତା ଦବେେ? ସମାନେେ ଘାଷେଣା କରିବେ, ପଲ୍ଷ୍ଟେୀଯ ପରାଜିତ ହେଲା। ମାତ୍ର ସଦାପ୍ରଭୁ ସିୟୋନକୁ ଶକ୍ତିଶାଳୀ କଲେ ଏବଂ ତାଙ୍କର ଦରିଦ୍ର ଲୋକମାନେ ନିରାପତ୍ତା ପାଇଁ ସଠାେକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ? ଏହି ଯେ, ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୈନ୍ୟବାହିନୀ ସେମାନଙ୍କର ଦେଶକୁ ଦୂତ ପ୍ରେରଣ କରିବେ। ସେହି ଲୋକମାନଙ୍କୁ ଦୂତ କି ବାର୍ତ୍ତା ଦେବେ? ସେମାନେ ଘୋଷଣା କରିବେ, “ପଲେଷ୍ଟୀୟ ପରାଜିତ ହେଲା। ମାତ୍ର ସଦାପ୍ରଭୁ ସିୟୋନକୁ ଶକ୍ତିଶାଳୀ କଲେ ଏବଂ ତାଙ୍କର ଦରିଦ୍ର ଲୋକମାନେ ନିରାପତ୍ତା ପାଇଁ ସେଠାକୁ ଗଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ? ଏହି ଯେ, “ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ? ଏହି ଯେ, ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।