Isaiah 14:4 — Compare Translations
5 translations compared side by side
Odia - 1840
"ସହେି ସମୟରେ ତୁମ୍ଭେ ବାବିଲ ରାଜାଙ୍କ ବିଷଯ ରେ ଏହି ଉପହାସ ଗୀତ ଗାନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ତୁମ୍ଭେ ବାବିଲ-ରାଜ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, ଉପଦ୍ରବକାରୀ କିପରି ଶେଷ ହୋଇଅଛି! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି!
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ରାଜାଙ୍କ ବିଷୟରେ ଏକ ସଙ୍ଗୀତ ସେହି ସମୟରେ ତୁମ୍ଭେ ବାବିଲ ରାଜାଙ୍କ ବିଷୟରେ ଏହି ଉପହାସ ଗୀତ ଗାନ କରିବ। ସେହି ଅତ୍ୟାଗ୍ଭରୀ ନିଷ୍ଠୁର ରାଜା କିପରି ଶାସନ କରୁଥିଲେ ମାତ୍ର ବର୍ତ୍ତମାନ ତାହା ଶେଷ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ତୁମ୍ଭେ ବାବିଲ ରାଜା ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, “ଉପଦ୍ରବକାରୀ କିପରି ଶେଷ ହୋଇଅଛି! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି!
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ତୁମ୍ଭେ ବାବିଲ ରାଜ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, ଉପଦ୍ରବକାରୀ କିପରି ଶେଷ ହୋଇଅଛି! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି!