Isaiah 14:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସହେି ଦୁଷ୍ଟାଚାରୀ ରାଜାମାନଙ୍କର ରାଜଦଣ୍ଡକୁ ଭାଙ୍ଗି ଦଇେଛନ୍ତି। ସମାନଙ୍କେର କ୍ଷମତା କାଢ଼ି ନଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ କୋପରେ ନାନା ଗୋଷ୍ଠୀକି ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେହି ଦୁଷ୍ଟାଗ୍ଭରୀ ରାଜାମାନଙ୍କର ରାଜଦଣ୍ଡକୁ ଭାଙ୍ଗି ଦେଇଛନ୍ତି। ସେମାନଙ୍କର କ୍ଷମତା କାଢ଼ି ନେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ କୋପରେ ନାନା ଗୋଷ୍ଠୀକୁ ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ କୋପରେ ନାନା ଗୋଷ୍ଠୀକୁ ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,