Isaiah 14:6 — Compare Translations
5 translations compared side by side
Odia - 1840
"ବାବିଲର ରାଜା କୋର୍ଧ ରେ ଲୋକମାନଙ୍କୁ ପ୍ରହାର କରୁଥିଲେ ଓ ସେଥିରୁ କବେେ ନିବୃତ୍ତ ହେଉ ନ ଥିଲେ। ଲୋକମାନଙ୍କୁ ଆଘାତ କରିବାରୁ ସେ ଦୁରାଚାରୀ ଶାସକ ଦୂ ରଇେ ଯାଉ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତା-ମାନଙ୍କ ରାଜଦଣ୍ତ ଭାଙ୍ଗି ପକାଇ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ରାଜା କ୍ରୋଧରେ ଲୋକମାନଙ୍କୁ ପ୍ରହାର କରୁଥିଲେ ଓ ସେଥିରୁ କେବେ ନିବୃତ୍ତ ହେଉ ନ ଥିଲେ। ଲୋକମାନଙ୍କୁ ଆଘାତ କରିବାରୁ ସେ ଦୁରାଗ୍ଭରୀ ଶାସକ ଦୂରେଇ ଯାଉ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇ ଅଛନ୍ତି।