Isaiah 14:7 — Compare Translations
5 translations compared side by side
Odia - 1840
"ମାତ୍ର ବର୍ତ୍ତମାନ ସମଗ୍ର ଦେଶ ବିଶ୍ରାମ ନବେ। ଦେଶ ରେ ଏପରି ଶାନ୍ତ ଅବସ୍ଥା ଆସିବ, ଯେତବେେଳେ ଲୋକମାନେ ଆନନ୍ଦ ରେ ଉତ୍ସବ ପାଳନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ପୃଥିବୀ ଶା; ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ବର୍ତ୍ତମାନ ସମଗ୍ର ଦେଶ ବିଶ୍ରାମ ନେବ। ଦେଶରେ ଏପରି ଶାନ୍ତ ଅବସ୍ଥା ଆସିବ, ଯେତେବେଳେ ଲୋକମାନେ ଆନନ୍ଦରେ ଉତ୍ସବ ପାଳନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।