Isaiah 14:9 — Compare Translations
5 translations compared side by side
Odia - 1840
"ମୃତ୍ଯୁର ରାଷ୍ଟ୍ର ପାତାଳ ଉେତ୍ତାଳିତ ହାଇପେଡ଼ିବ କାରଣ ତୁମ୍ଭେ ଆସୁଛ। ପାତାଳ ସମସ୍ତ ଜୀବନ ଶକ୍ତିକୁ ଜାଗ୍ରତ କରିବେ। ସହେି ନେତାମାନେ ତୁମ୍ଭ ପାଇଁ କାମ କରିବେ। ସମାନେେ ସହେି ରାଜାମାନଙ୍କୁ ନୀଚାବସ୍ଥା କରିବେ। ସମାନେେ ତୁମ୍ଭକୁ ସ୍ବାଗତ କରିବା ପାଇଁ ସତର୍କ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୃତ୍ୟୁର ରାଷ୍ଟ୍ର ପାତାଳ ଉତ୍ତୋଳିତ ହୋଇପଡ଼ିବ କାରଣ ତୁମ୍ଭେ ଆସୁଛ। ପାତାଳ ସମସ୍ତ ଜୀବନ ଶକ୍ତିକୁ ଜାଗ୍ରତ କରିବେ। ସେହି ନେତାମାନେ ତୁମ୍ଭ ପାଇଁ କାମ କରିବେ। ସେମାନେ ସେହି ରାଜାମାନଙ୍କୁ ନୀଗ୍ଭବସ୍ଥା କରିବେ। ସେମାନେ ତୁମ୍ଭକୁ ସ୍ୱାଗତ କରିବା ପାଇଁ ସତର୍କ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି।