Isaiah 15:1 — Compare Translations

5 translations compared side by side

Odia - 1840
"ମାଯାେବ ବିଷଯ ରେ ଏକ ଦୁଃଖର ବାର୍ତ୍ତା। ଅନ୍ୟ ଏକ ରାତ୍ରି ରେ ମାୟୋବର ଆର ନଗରରୁ ସୈନ୍ଯମାନେ ସମସ୍ତ ଧନ ନଇଗେଲେ ଏବଂ ତାକୁ ମଧ୍ଯ ଧ୍ବଂସ କଲେ। ଆଉ ମଧ୍ଯ ଦିନେ ରାତ୍ରି ରେ ସୈନ୍ଯମାନେ ମାୟୋବର ବୀର ନଗରରୁ ସମସ୍ତ ଧନ ନଇଗେଲେ ଓ ସେ ନଗରକୁ ମଧ୍ଯ ଧ୍ବଂସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବ ବିଷୟକ ଭାରୋକ୍ତି । ମୋୟାବର ଆରନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ଵଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ଵଂସିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ମୋୟାବ ବିଷୟରେ ଏକ ଦୁଃଖର ବାର୍ତ୍ତା। ଅନ୍ୟ ଏକ ରାତ୍ରିରେ ମୋୟାବର ଆର ନଗରରୁ ସୈନ୍ୟମାନେ ସମସ୍ତ ଧନ ନେଇଗଲେ ଏବଂ ତାକୁ ମଧ୍ୟ ଧ୍ୱଂସ କଲେ। ଆଉ ମଧ୍ୟ ଦିନେ ରାତ୍ରିରେ ସୈନ୍ୟମାନେ ମୋୟାବର ବୀର ନଗରରୁ ସମସ୍ତ ଧନ ନେଇଗଲେ ଓ ସେ ନଗରକୁ ମଧ୍ୟ ଧ୍ୱଂସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋୟାବ ବିଷୟକ ଭବିଷ୍ୟତବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।