Isaiah 15:2 — Compare Translations

5 translations compared side by side

Odia - 1840
"ରାଜ ପରିବାର ଓ ଦୀବୋନର ଲୋକମାନେ ପୂଜା ସ୍ଥଳୀକୁ ରୋଦନ କରିବାକୁ ୟାଇଛନ୍ତି। ମାୟୋବର ଲୋକମାନେ ନବେୋ ଓ ମଦବୋ ପାଇଁ କାନ୍ଦୁଛନ୍ତି। ସମାନଙ୍କେର ଦୁଃଖ ଭାବ ଜଣାଇବା ପାଇଁ ମସ୍ତକ ଲଣ୍ଡା, କରିଛନ୍ତି ଓ ଦାଢ଼ି କାଟିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେସମସ୍ତଙ୍କର ମସ୍ତକ ମୁଣ୍ତନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ରାଜ ପରିବାର ଓ ଦୀବୋନର ଲୋକମାନେ ପୂଜା ସ୍ଥଳୀକୁ ରୋଦନ କରିବାକୁ ଯାଇଛନ୍ତି। ମୋୟାବର ଲୋକମାନେ ନେବୋ ଓ ମେଦବା ପାଇଁ କାନ୍ଦୁଛନ୍ତି। ସେମାନଙ୍କର ଦୁଃଖ ଭାବ ଜଣାଇବା ପାଇଁ ମସ୍ତକ ଲଣ୍ଡା କରିଛନ୍ତି ଓ ଦାଢ଼ି କାଟିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକୁ ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।