Isaiah 15:3 — Compare Translations
5 translations compared side by side
Odia - 1840
"ମାୟୋବର ସବୁ ସ୍ଥାନ ରେ, ଘର ଉଚ୍ଚସ୍ଥାନ ମାନଙ୍କ ରେ ଓ ରାସ୍ତାମାନଙ୍କ ରେ ଚଟବସ୍ତ୍ର ପରିଧାନ କରି କାନ୍ଦୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବର ସବୁ ସ୍ଥାନରେ, ଘର ଉଚ୍ଚସ୍ଥାନମାନଙ୍କରେ ଓ ରାସ୍ତାମାନଙ୍କରେ ଚଟବସ୍ତ୍ର ପରିଧାନ କରି କାନ୍ଦୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।