Isaiah 15:4 — Compare Translations

5 translations compared side by side

Odia - 1840
"ହଶବୋନ୍ ଓ ଇଲିଯାଲି ଅତି ଉଚ୍ଚସ୍ବର ରେ କ୍ରନ୍ଦନ କରୁଛି। ସମାନଙ୍କେର ରବ ୟହସ୍ ପର୍ୟ୍ଯନ୍ତ ଶୁଣା ୟାଇଛି। ଏପରିକି ମାୟୋବର ସୈନ୍ଯମାନେ ଭୟ ରେ କମ୍ପିତ ହାଇେ ଆର୍ତ୍ତନାଦ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିଶ୍ବୋନ୍ ଓ ଇଲୀୟାଲି କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହି‌ଶ୍‌ବୋନ୍ ଓ ଇଲିୟାଲି ଅତି ଉଚ୍ଚସ୍ୱରରେ କ୍ରନ୍ଦନ କରୁଛନ୍ତି। ସେମାନଙ୍କର ରବ ଯହସ୍ ପର୍ଯ୍ୟନ୍ତ ଶୁଣା ଯାଇଛି। ଏପରିକି ମୋୟାବର ସୈନ୍ୟମାନେ ଭୟରେ କମ୍ପିତ ହୋଇ ଆର୍ତ୍ତନାଦ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍‍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।