Isaiah 15:5 — Compare Translations

5 translations compared side by side

Odia - 1840
"ମାରହେୃଦଯ ମାୟୋବ ପାଇଁ ବିଳାପ କରୁଛି। ଲୋକମାନେ ଇଗ୍ନତ୍-ଶଲୀଶୀଯା ଓ ଦୂରସ୍ଥ ସୋଯରକୁ ନିରାପତ୍ତା ପାଇଁ ପଳାଯନ କରୁଛନ୍ତି। ସମାନେେ ରୋଦନ କରି କରି ଲୂହୀତ-ଘାଟୀ ଉପରକୁ ଉଠୁଛନ୍ତି। ହୋରୋନଯିମ ପଥରେ ଯାଉଥିଲା ବେଳେ ଉଚ୍ଚ ସ୍ବର ରେ ବିଳାପ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍ ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ହୃଦୟ ମୋୟାବ ପାଇଁ ବିଳାପ କରୁଛି। ଲୋକମାନେ ଇଗ୍ଲତ୍-ଇଲୀଶୀୟା ଓ ଦୂରସ୍ଥ ସୋୟରକୁ ନିରାପତ୍ତା ପାଇଁ ପଳାୟନ କରୁଛନ୍ତି। ସେମାନେ ରୋଦନ କରି କରି ଲୂହୀତ-ଘାଟୀ ଉପରକୁ ଉଠୁଛନ୍ତି। ହୋରୋନୟିମ ପଥରେ ଯାଉଥିଲା ବେଳେ ଉଚ୍ଚ ସ୍ୱରରେ ବିଳାପ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍‍ ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉ ଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।