Isaiah 15:6 — Compare Translations

5 translations compared side by side

Odia - 1840
"ମାତ୍ର ନିମ୍ରୀମର ଜଳ ସମୂହ ଶୁଷ୍କ ହବେ। ସବୁଜ ବୃକ୍ଷଗୁଡ଼ିକ ରହିବନି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍ବର୍ଣ୍ଣର କିଛି ହିଁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ନିମ୍ରୀମର ଜଳ ସମୂହ ଶୁଷ୍କ ହେବ। ସବୁଜ ବୃକ୍ଷଗୁଡ଼ିକ ରହିବନି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ।