Isaiah 15:7 — Compare Translations
5 translations compared side by side
Odia - 1840
"ଲୋକମାନେ ସମାନଙ୍କେର ନିଜ ନିଜର ସମସ୍ତ ଦ୍ରବ୍ଯ ଏକାଠି କରିବେ ଓ ମାୟୋବ ପରିତ୍ଯାଗ କରିବେ। ସେ ସମସ୍ତ ଦ୍ରବ୍ଯକୁ ଧରି ସୀମା ଅତିକ୍ରମ କରି ବାଈଶୀ ବୃକ୍ଷର ସୋର୍ତ ନିକଟକୁ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେମାନଙ୍କର ନିଜ ନିଜର ସମସ୍ତ ଦ୍ରବ୍ୟ ଏକାଠି କରିବେ ଓ ମୋୟାବ ପରିତ୍ୟାଗ କରିବେ। ସେ ସମସ୍ତ ଦ୍ରବ୍ୟକୁ ଧରି ସୀମା ଅତିକ୍ରମ କରି ବାଈଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ।