Isaiah 15:8 — Compare Translations

5 translations compared side by side

Odia - 1840
"ମାୟୋବର ସବୁ ସ୍ଥାନ ରେ କ୍ରନ୍ଦନର ରୋଳ ଶୁଣାୟିବ। ସହେି ହାହାକାର କ୍ରନ୍ଦନ ଦୂରସ୍ଥ ଇଗ୍ମଯିମ୍ ଓ ବେ ରେଲୀମ୍ ପର୍ୟ୍ଯନ୍ତ ଶୁଣାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶଦ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବର ସବୁ ସ୍ଥାନରେ କ୍ରନ୍ଦନର ରୋଳ ଶୁଣାଯିବ। ସେହି ହାହାକାର କ୍ରନ୍ଦନ ଦୂରସ୍ଥ ଇଗ୍ଲୟିମ୍ ଓ ବେରେଲୀମ୍ ପର୍ଯ୍ୟନ୍ତ ଶୁଣାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।