Isaiah 15:9 — Compare Translations

5 translations compared side by side

Odia - 1840
"ଦୀମାନରେ ଜଳସମୂହ ରକ୍ତମଯ ହବେ। ମୁଁ ଦୀମାନେ ପ୍ରତି ଅଧିକ ଦୁଃଖ ଆଣିବି। ମାୟୋବର ପଳାତକ ଓ ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ ମୁଁ ଏକ ସିଂହ ଆଣିବି ଯେ କି ସମାନଙ୍କେୁ ଭକ୍ଷଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ଦୀମୋନର ଜଳସମୂହ ରକ୍ତମୟ ହେବ। ମୁଁ ଦୀମୋନ ପ୍ରତି ଅଧିକ ଦୁଃଖ ଆଣିବି। ମୋୟାବର ପଳାତକ ଓ ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ ମୁଁ ଏକ ସିଂହ ଆଣିବି ଯେ କି ସେମାନଙ୍କୁ ଭକ୍ଷ୍ୟଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।