Isaiah 16:1 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସେ ଦେଶର ରାଜାଙ୍କ ନିମନ୍ତେ ଏକ ଉପହାର ପଠାଅ। ତୁମ୍ଭମାନେେ ସେଲାରୁ ଏକ ମଷେଶାବକ ବିସ୍ତୃତ ପ୍ରାନ୍ତର ମଧ୍ଯ ଦଇେ ସିୟୋନ କନ୍ଯାର ପର୍ବତକୁ ପଠାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲାଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେ ଦେଶର ରାଜାଙ୍କ ନିମନ୍ତେ ଏକ ଉପହାର ପଠାଅ। ତୁମ୍ଭେମାନେ ସେଲାରୁ ଏକ ମେଷଶାବକ ବିସ୍ତୃତ ପ୍ରାନ୍ତର ମଧ୍ୟଦେଇ ସିୟୋନ କନ୍ୟାର ପର୍ବତକୁ ପଠାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ।