Isaiah 16:10 — Compare Translations
5 translations compared side by side
Odia - 1840
"ଉର୍ବରା କ୍ଷତରେୁ ଆନନ୍ଦ ଉଲ୍ଲାସ ଦୂରୀଭୂତ ହବେ ଏବଂ ଦ୍ରାକ୍ଷା କ୍ଷତେ ରେ ଗାନ ଓ ଆନନ୍ଦ ଧ୍ବନି ଶୁଣାୟିବ ନାହିଁ। ଦ୍ରାକ୍ଷାକୁ କୁଣ୍ଡ ରେ ପଦ ରେ ଚାପି କହେି ଦ୍ରାକ୍ଷାରସ ବାହାର କରିବ ନାହିଁ, କାରଣ ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ବନି ନିବୃତ୍ତି କରିଅଛୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ଵନି ହେବ ନାହିଁ; କେହି ପଦ ଦ୍ଵାରା ଚାପି ଦ୍ରାକ୍ଷାକୁଣ୍ତରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ଵନି ନିବୃତ୍ତ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଉର୍ବରାକ୍ଷେତରୁ ଆନନ୍ଦ ଉଲ୍ଲାସ ଦୂରୀଭୂତ ହେବ ଏବଂ ଦ୍ରାକ୍ଷାକ୍ଷେତ୍ରରେ ଗାନ ଓ ଆନନ୍ଦ ଧ୍ୱନି ଶୁଣାଯିବ ନାହିଁ। ଦ୍ରାକ୍ଷାକୁ କୁଣ୍ଡରେ ପଦରେ ଗ୍ଭପି କେହି ଦ୍ରାକ୍ଷାରସ ବାହାର କରିବ ନାହିଁ, କାରଣ ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ୱନି ନିବୃତ୍ତି କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦଧ୍ୱନି ନିବୃତ୍ତ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ୱନି ନିବୃତ୍ତ କରିଅଛୁ।