Isaiah 16:11 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ଦୁଇଟି ନଗର ମାୟୋବ ଓ କୀରହରେସ ପାଇଁ ବିଶଷେ ଭାବରେ ଦୁଃଖିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀରହେରସର ପାଇଁ ବୀଣା ପରି ବାଜୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଦୁଇଟି ନଗର ମୋୟାବ ଓ କୀରହେରସ ପାଇଁ ବିଶେଷ ଭାବରେ ଦୁଃଖିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।