Isaiah 16:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆନକେଥର ମାୟୋବ ବିଷଯ ରେ ଏହିସବୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗତ କାଳରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଅନେକ ଥର ମୋୟାବ ବିଷୟରେ ଏହିସବୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଗତ ସମୟରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ।
Odia IRV 2017 (ଓଡିଆ ବାଇବେଲ)
ବିଗତ ସମୟରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ।