Isaiah 16:14 — Compare Translations

5 translations compared side by side

Odia - 1840
"ପୁଣି ବର୍ତ୍ତମାନ ସଦାପ୍ରଭୁ କୁହନ୍ତି, ତିନି ବର୍ଷ ମଧିଅରେ ସହେି ସବୁ ଲୋକମାନେ ଓ ସମାନଙ୍କେର ଗର୍ବ କରୁଥିବା ଜିନିଷଗୁଡ଼ିକ ଲୋପ୍ ପାଇବ। ଅବଶିଷ୍ଟାଂଶ ଏତେ ଅଳ୍ପ ହବେ ଯେ ଗଣନା ୟୋଗ୍ଯ ହବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ବର୍ତ୍ତମାନ ସଦାପ୍ରଭୁ କୁହନ୍ତି, “ତିନି ବର୍ଷ ମଧ୍ୟରେ ସେହିସବୁ ଲୋକମାନେ ଓ ସେମାନଙ୍କର ଗର୍ବ କରୁଥିବା ଜିନିଷଗୁଡ଼ିକ ଲୋପ ପାଇବ। ଅବଶିଷ୍ଟାଂଶ ଏତେ ଅଳ୍ପ ହେବ ଯେ ଗଣନା ଯୋଗ୍ୟ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, “ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ।