Isaiah 16:2 — Compare Translations

5 translations compared side by side

Odia - 1840
"ମାୟୋବର କନ୍ଯାଗଣ ଅର୍ନୋନ ଅତିକ୍ରମ କରିବାକୁ ଚେଷ୍ଟା କରିବେ। ସାହାୟ୍ଯ ପାଇଁ ସମାନେେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଧାଇଁବେ। ପକ୍ଷୀର ବସା ଭାଙ୍ଗି ତଳେ ପଡ଼ିଲା ପ ରେ, ପକ୍ଷୀ ଛୁଆମାନେ ଏଣତେଣେେ ଧାଇଁଲା ପରି ସମାନେେ ଧାଇଁବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବର କନ୍ୟାଗଣ ଅର୍ଣ୍ଣୋନ ଅତିକ୍ରମ କରିବାକୁ ଚେଷ୍ଟା କରିବେ। ସାହାଯ୍ୟ ପାଇଁ ସେମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଧାଇଁବେ। ପକ୍ଷୀର ବସା ଭାଙ୍ଗି ତଳେ ପଡ଼ିଲା ପରେ, ପକ୍ଷୀ ଛୁଆମାନେ ଏଣେତେଣେ ଧାଇଁଲା ପରି ସେମାନେ ଧାଇଁବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।