Isaiah 16:3 — Compare Translations
5 translations compared side by side
Odia - 1840
"ସମାନେେ କୁହନ୍ତି, ଆମ୍ଭମାନଙ୍କୁ ସାହାୟ୍ଯ କର, ଆମ୍ଭମାନେେ କ'ଣ କରିବୁ ମନ୍ତ୍ରଣା ଦିଅ। ଆମ୍ଭର ଶତ୍ରୁଠାରୁ ଆମ୍ଭମାନଙ୍କୁ ରକ୍ଷା କର, ଯେପରିକି ଛାଯା ମଧ୍ଯାହ୍ନ ସୂର୍ୟ୍ଯ ତାପରୁ ରକ୍ଷା କରେ। ଆମ୍ଭମାନଙ୍କୁ ଶତ୍ରୁଠାରୁ ଲୁଚାଇ ରଖ। କାରଣ ଆମ୍ଭମାନେେ ତାଙ୍କଠାରୁ ପଳାଇ ଆସିଛୁ। ତାଙ୍କ ନିକଟକୁ ଆମ୍ଭମାନଙ୍କୁ ପଠାଅ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କୁହନ୍ତି, “ଆମ୍ଭମାନଙ୍କୁ ସାହାଯ୍ୟ କର, ଆମ୍ଭେମାନେ କ’ଣ କରିବୁ ମନ୍ତ୍ରଣା ଦିଅ। ଆମ୍ଭର ଶତ୍ରୁଠାରୁ ଆମ୍ଭମାନଙ୍କୁ ରକ୍ଷା କର, ଯେପରିକି ଛାୟା ମଧ୍ୟାହ୍ନ ସୂର୍ଯ୍ୟ ତାପରୁ ରକ୍ଷା କରେ। ଆମ୍ଭମାନଙ୍କୁ ଶତ୍ରୁଠାରୁ ଲୁଗ୍ଭଇ ରଖ। କାରଣ ଆମ୍ଭେମାନେ ତାଙ୍କଠାରୁ ପଳାଇ ଆସିଛୁ। ତାଙ୍କ ନିକଟକୁ ଆମ୍ଭମାନଙ୍କୁ ପଠାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ।