Isaiah 16:4 — Compare Translations
5 translations compared side by side
Odia - 1840
"ମାୟୋବର ଲୋକମାନଙ୍କୁ ତାଙ୍କର ଘରୁ ଜାରେ କରି ତଡ଼ି ଦିଆ ୟାଇଛି। ତେଣୁ ସମାନଙ୍କେୁ ତୁମ୍ଭ ଦେଶ ରେ ବାସ କରିବାକୁ ଦିଅ। ସମାନଙ୍କେ ଶତ୍ରୁଠାରୁ ସମାନଙ୍କେୁ ଲୁଚାଇ ରଖ। କାରଣ ଲୁଣ୍ଠନ ବନ୍ଦ ହବେ। ଶତ୍ରୁ ପରାଜିତ ହବେେ। ଆଘାତ କାରୀମାନେ ଦେଶରୁ ବିଦାଯ ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ୍ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟ-କାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବର ଲୋକମାନଙ୍କୁ ତାଙ୍କର ଘରୁ ଜୋର୍ କରି ତଡ଼ି ଦିଆ ଯାଇଛି। ତେଣୁ ସେମାନଙ୍କୁ ତୁମ୍ଭ ଦେଶରେ ବାସ କରିବାକୁ ଦିଅ। ସେମାନଙ୍କ ଶତ୍ରୁଠାରୁ ସେମାନଙ୍କୁ ଲୁଗ୍ଭଇ ରଖ।” କାରଣ ଲୁଣ୍ଠନ ବନ୍ଦ ହେବ। ଶତ୍ରୁ ପରାଜିତ ହେବେ। ଆଘାତ କାରୀମାନେ ଦେଶରୁ ବିଦାୟ ନେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟ ସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟକାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)